ଭାଇଜାନଙ୍କ “ବିଙ୍ଗ ହଙ୍ଗ୍ରି” ଅଭିଯାନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦେଶରେ ହୁ ହୁ ହୋଇ ମାଡି ଚାଲିଛି କରୋନା । ଦିନକୁ ଦିନ ଅଣାୟତ ହେବାରେ ଲାଗିଛି କରୋନା ସ୍ଥିତି । ସେପଟେ ଦେଶରେ କୋଭିଡ ମୁକାବିଲା କ୍ଷେତ୍ରରେ ଅକ୍ସିଜେନର ଅଭାବ ଦେଖା ଦେଇଛି । ସଙ୍କଟଜନକ ପରିସ୍ଥିତି ସୃଷ୍ଟି କରିଛି କରୋନା । ତେବେ ଏମାନଙ୍କ ପାଇଁ ଏବେ ଆଗକୁ ଆସିଛନ୍ତି ବଲିଉଡର ଭାଇଜାନ ସଲମାନ ଖାନ। ସେ ଏହି ଫ୍ରଣ୍ଟଲାଇନ କର୍ମଚାରୀମାନଙ୍କୁ ‘ବିଙ୍ଗ ହଙ୍ଗ୍ରି’ ଅଭିଯାନ ମାଧ୍ୟମରେ ଖାଦ୍ୟ ବଣ୍ଟନ ବ୍ୟବସ୍ଥା କରୁଛନ୍ତି।

‘ବିଙ୍ଗ ହଙ୍ଗ୍ରି’ ଅଭିଯାନ ମାଧ୍ୟମରେ ଫୁଡ୍ ଭ୍ୟାନ୍‌ଗୁଡିକ ମୁମ୍ବାଇର ରାସ୍ତାରେ ବୁଲୁଛି। କୋଭିଡ ଯୋଦ୍ଧାଙ୍କୁ ମାଗଣାରେ ଖାଦ୍ୟ ବଣ୍ଟନ କରୁଛି ଏହି ଭ୍ୟାନ୍‌। ଏପରିକି ସଲମାନ ଖାନ୍‌ ନିଜେ ଆସି ତଦାରଖ ମଧ୍ୟ କରିଛନ୍ତି। ରବିବାର ଦିନ ବାନ୍ଦ୍ରା ସ୍ଥିତ ରେସ୍ତୋରାଁରେ ପହଁଚି ସଲମାନ ଖାନ୍ ଆଗକୁ ଆସି ନିଜେ ଫ୍ରଣ୍ଟଲାଇନ୍‌ ୱର୍କରମାନଙ୍କ ପାଇଁ ୫ ହଜାର ଖାଦ୍ୟ ପ୍ୟାକେଟ ପାର୍ସେଲ ପଠାଇଛନ୍ତି। ଏନେଇ ତଙ୍କ ଯୁବ ସେନାର ଜଣେ ସଦସ୍ୟ ରାହୁଲ କନଲ ସଲମାନଙ୍କ ଏକ ଫଟୋ ଟୁଇଟ୍ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!