Masthead

ମାତ୍ର ଥରେ ବିଧାୟକରୁ ମୁଖ୍ୟମନ୍ତ୍ରୀ

ରାଜସ୍ଥାନ(ବଡ଼ ଖବର): ରାଜସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ଶେଷହେଲା ସସପେନ୍ସ । ଜୟପୁରରେ ବିଜେପି ବିଧାୟକ ଦଳ ବୈଠକରେ ଭଜନଲାଲ ଶର୍ମାଙ୍କ ନାମ ଅନୁମୋଦନ ହୋଇଛି । ନିର୍ବାଚନ ଫଳାଫଳର ନଅ ଦିନ ପରେ ମୁଖ୍ୟମନ୍ତ୍ରୀ ଫାଇନାଲ କରିଛି ବିଜେପି ।

ଭଜନଲାଲ ଶର୍ମା ସାନଗର ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଭଜନଲାଲ ଶର୍ମା ଭରତପୁରର ବାସିନ୍ଦା। ଜଣେ ବାହାର ଲୋକ ବୋଲି ଅଭିଯୋଗ ସତ୍ତ୍ୱେ ସାନଗରରୁ ବିପୁଳ ବ୍ୟବଧାନରେ ଜିତିଥିଲେ।

ଶର୍ମା କଂଗ୍ରେସର ପୁଷ୍ପେନ୍ଦ୍ର ଭରଦ୍ୱାଜଙ୍କୁ ୪୮୦୮୧ ଭୋଟରେ ପରାସ୍ତ କରିଛନ୍ତି। ଭଜନ ଲାଲ ଶର୍ମା ସଂଘ ପରିବାରର ନିକଟତର ବୋଲି ବିବେଚନା କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା