Masthead

ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡ଼ିଲେ ଭକ୍ତ ଦାସ । ଦଳର ଖରାପ ପ୍ରଦର୍ଶନ ପରେ ଛାଡ଼ିଲେ ପଦ । ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଏଆଇସିସି ସଭାପତିଙ୍କୁ ଚିଠି କଲେ । ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ