Masthead

ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡ଼ିଲେ ଭକ୍ତ ଦାସ । ଦଳର ଖରାପ ପ୍ରଦର୍ଶନ ପରେ ଛାଡ଼ିଲେ ପଦ । ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଏଆଇସିସି ସଭାପତିଙ୍କୁ ଚିଠି କଲେ । ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ