Masthead

ବାହାନଗା ଟ୍ରେନ ଟ୍ରାଜେଡି, ସାମ୍ନାକୁ ଆସିଲା ସାଙ୍ଘାତିକ ସତ..

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ସାମ୍ନାକୁ ଆସିଲା ସାଙ୍ଘାତିକ ସତ । ଆସିଲା ସିଆରଏସ ତଦନ୍ତ ରିପୋର୍ଟ । ସିଗନାଲ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା । ରିପୋର୍ଟରେ ସିଗନାଲ ତ୍ରୁଟିକୁ ଦାୟୀ । ଇଏଲବି ରିପ୍ଲେସମେଣ୍ଟ ପଦ୍ଧତିରେ ତ୍ରୁଟି ଦର୍ଶାଯାଇଛି । ଷ୍ଟେସନ ମାଷ୍ଟରଙ୍କ ଅବହେଳାକୁ ଦାୟୀ ।

ଷ୍ଟେସନ ମାଷ୍ଟର ଏସ୍.ବି ମହାନ୍ତିଙ୍କୁ ଦାୟୀ କଲା ସିଆରଏସ । ଇଣ୍ଟରଲକିଂ ସିଷ୍ଟମ ସୁଇଚ ଅନ୍ ପରେ ୧୪ ସେକେଣ୍ଡରେ ବଦଳି ଥାଏ । ମାତ୍ର ସିଗନାଲ ପରିବର୍ତ୍ତନ ପାଇଁ ୩୭ ସେକେଣ୍ଡ ସମୟ ନେଇଥିଲା । ଏହାରି ମଧ୍ୟରେ ରେଲୱେ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସିଗନାଲ ବିଭାଗର ଅତିରିକ୍ତ ସଦସ୍ୟଙ୍କୁ ମଧ୍ୟ ବଦଳି କରାଯାଇଛି । ସିଗନାଲ ବିଭାଗର ଅତିରିକ୍ତ ସଦସ୍ୟ ରାହୁଲ ଅଗ୍ରୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ