Masthead

ବାହାନଗା ଟ୍ରେନ ଟ୍ରାଜେଡି, ସାମ୍ନାକୁ ଆସିଲା ସାଙ୍ଘାତିକ ସତ..

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ସାମ୍ନାକୁ ଆସିଲା ସାଙ୍ଘାତିକ ସତ । ଆସିଲା ସିଆରଏସ ତଦନ୍ତ ରିପୋର୍ଟ । ସିଗନାଲ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା । ରିପୋର୍ଟରେ ସିଗନାଲ ତ୍ରୁଟିକୁ ଦାୟୀ । ଇଏଲବି ରିପ୍ଲେସମେଣ୍ଟ ପଦ୍ଧତିରେ ତ୍ରୁଟି ଦର୍ଶାଯାଇଛି । ଷ୍ଟେସନ ମାଷ୍ଟରଙ୍କ ଅବହେଳାକୁ ଦାୟୀ ।

ଷ୍ଟେସନ ମାଷ୍ଟର ଏସ୍.ବି ମହାନ୍ତିଙ୍କୁ ଦାୟୀ କଲା ସିଆରଏସ । ଇଣ୍ଟରଲକିଂ ସିଷ୍ଟମ ସୁଇଚ ଅନ୍ ପରେ ୧୪ ସେକେଣ୍ଡରେ ବଦଳି ଥାଏ । ମାତ୍ର ସିଗନାଲ ପରିବର୍ତ୍ତନ ପାଇଁ ୩୭ ସେକେଣ୍ଡ ସମୟ ନେଇଥିଲା । ଏହାରି ମଧ୍ୟରେ ରେଲୱେ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସିଗନାଲ ବିଭାଗର ଅତିରିକ୍ତ ସଦସ୍ୟଙ୍କୁ ମଧ୍ୟ ବଦଳି କରାଯାଇଛି । ସିଗନାଲ ବିଭାଗର ଅତିରିକ୍ତ ସଦସ୍ୟ ରାହୁଲ ଅଗ୍ରୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା