Masthead

କରିବା ରକ୍ତଦାନ, ବଞ୍ଚାଇବା ଜୀବନ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ଭଣ୍ଡାରିପୋଖରୀ ବିଜେଡି ପକ୍ଷରୁ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଉଦଘାଟନ କରିଥିଲେ ସାଂସଦ ମଞ୍ଜୁଲତା ମଣ୍ଡଳ । ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ପ୍ରାକ୍ତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ଏହି ଅବସରରେ ୭୧ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ