ବାହାନଗା ଟ୍ରେନ ଟ୍ରାଜେଡି, ୭ ରେଳ କର୍ମଚାରୀ ସସ୍ପେଣ୍ଡ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡି । ସସ୍ପେଣ୍ଡ ହେଲେ ୭ ରେଳ କର୍ମଚାରୀ । ଗିରଫ ୩ କର୍ମଚାରୀଙ୍କ ସମେତ ୭ ଜଣ ସସ୍ପେଣ୍ଡ ହୋଇଛନ୍ତି । ବାହାନଗା ଷ୍ଟେସନ ନିରୀକ୍ଷଣ କରି ଫେରିବା ପରେ କାର୍ଯ୍ୟାନୁଷ୍ଠାନ ନେଇ ସୂଚନା ଦେଇଛନ୍ତି ଜିଏମ ଅନୀଲ ମିଶ୍ରା  । ସେ କହିଛନ୍ତି ଦାୟିତ୍ୱରେ ଗୁରୁତର ଅବହେଳା ପାଇଁ କରାଯାଇଛି ସସ୍ପେଣ୍ଡ ।

ଏବେ ବି ଜାରି ରହିଛି ସିଆରଏସ ଓ ସିବିଆଇ ତଦନ୍ତ । ବର୍ତ୍ତମାନ ସିବିଆଇ ୩ ଜଣ ରେଳ କର୍ମଚାରୀକୁ ଗିରଫ କରିଛି । ରେଳବାଇ ମଧ୍ୟ କିଛି ଷ୍ଟାଫକୁ ସସ୍ପେଣ୍ଡ କରିଛି । ରେଲୱେ ନର୍ମ ଅନୁଯାୟୀ ସସ୍ପେଣ୍ଡ କରାଯାଇଛି । ସସ୍ପେଣ୍ଡଙ୍କ ମଧ୍ୟରୁ ବାହାନଗା ଷ୍ଟେସନ ମାଷ୍ଟର , ଟ୍ରାଫିକ ଇନ୍ସପେକ୍ଟର ଓ ମେଣ୍ଟେନାନ୍ସର କେତେକ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ