Masthead

ବାହାନଗା ଟ୍ରେନ ଟ୍ରାଜେଡି, ଆଜି ପୁଣି ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବ ସିିବିଆଇ ଟିମ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ବାହାନଗା ଟ୍ରେନ ଟ୍ରାଜେଡି । ଆଜି ପୁଣି ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବ ସିିବିଆଇ ଟିମ । ପୂର୍ବରୁ ସିବିଆଇର ୧୦ଜଣିଆ ଟିମ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି । ଆଜି ସକାଳେ ପୁଣି ଏହି ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିବ । ବାହାନଗା ରେଳ ଦୁର୍ଘଟଣାରେ ସିବିଆଇ ତଦନ୍ତ ସୁପାରିଶ କରାଯାଇଥିଲା । ଏହା ପରେ ଏକ ଟିମ୍ ଘଟଣାସ୍ଥଳରେ ପହଂଚିଛି । ଘଟଣାର ପ୍ରାଥମିକ ଯାଂଚ ଆରମ୍ଭ କରିଛନ୍ତି ସିବିଆଇ ଅଧିକାରୀ । କେଉଁ ପରିସ୍ଥିତିରେ କିପରି ଦୁର୍ଘଟଣା ହେଲା ? ଦୁର୍ଘଟଣା ପଛରେ କୌଣସି ଅପରାଧିକ ଷଡଯନ୍ତ୍ର ରହିଛି କି? ସିବିଆଇ ଅଧିକାରୀମାନେ ଏସବୁର ଯାଞ୍ଚ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ