Masthead

ବାହାନଗା ଟ୍ରେନ ଟ୍ରାଜେଡି, ଷ୍ଟେସନ ମାଷ୍ଟରଙ୍କୁ ଜେରା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣା । ଦୁର୍ଘଟଣାରେ ଜାତୀୟ ମାନଧିକାର କମିଶନଙ୍କ ନୋଟିସ । ମୁଖ୍ୟ ଶାସନ ସଚିବ ଓ ରେଲୱେ ବୋର୍ଡ ଅଧ୍ୟକ୍ଷଙ୍କୁ ରିପୋର୍ଟ ତଲବ କରାଯାଇଛି । ୪ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିଦେ୍ର୍ଦଶ ଦିଆଯାଇଛି । ମାନବାଧିକାର କର୍ମୀ ରାଧାକାନ୍ତ ତ୍ରୀପାଠୀଙ୍କ ପିଟିସନ ଆଧାରରେ ନୋଟିସ କରାଯାଇଛି । ଦୁର୍ଘଟଣାରେ ମୃତାହତଙ୍କ ମାନବାଧିକାର କ୍ଷୁର୍ଣ୍ଣ ହୋଇଛି । କମ୍ ସ୍ଥାନ ପାଇଁ ଏଭଳି ସ୍ଥିତି ଉପୁଜିଲା। ଶବ ସଂରକ୍ଷଣ, ଦୁର୍ଘଟଣା ପରେ ଚୋରି, ଫେକ୍ ଦାବିଦାର ଆଦି ଘଟଣା ନଜରକୁ ଆସିଛି।

ଏଥିଲାଗି ରେଲୱେ ଓ ରାଜ୍ୟ ସରକାର ଦାୟୀ ବୋଲି ପିଟିସନରେ ଦର୍ଶାଯାଇଛି। ସେପଟେ କେମିତି ହେଲା ବାହାନଗା ଟ୍ରେନ ଦୁର୍ଘଟଣା? ଏହା ପଛରେ ରହିଛି ଆଉ କାହାର ହାତ? ରିମାଣ୍ଡରେ ନେଇ ଘାଂଟୁଛି ସିବିଆଇ । ଗିରଫ ୩ ଅଭିଯୁକ୍ତଙ୍କ ସମେତ ୭ଜଣଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ଆଜି ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡର ତୃତୀୟ ଦିନ । ସିବିଆଇ ହାତରେ ଲାଗିଛି ବଡ଼ ସୁରାକ! ଆଉ ୨ଜଣଙ୍କୁ ଗିରଫ କରିପାରେ ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ