Masthead

ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଗ୍ରାମ ନିକଟରେ ଦୁର୍ଘଟଣା ଘଟିଛି । ଅଜଣାଗାଡ଼ି ଧକ୍କାରେ ଶିବଶଙ୍କର ବିଷୋୟୀ (୪୫)ଙ୍କର ମୃତ୍ୟୁ ହୋଇଛି । ଲଣ୍ଡେଇସାହି ଗ୍ରାମର ଶିବଶଙ୍କର କୌଣସି କାମରେ ବାଇକ୍ରେ କୁଲାଡ଼ ଯାଇଥିଲୋ ଫେରୁଥିବା ବେଳେ ସାହାଣପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ଭଞ୍ଜନଗର ପୋଲିସ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ