Masthead

କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତର ଶିଶିର କୁମାର ସାବତଙ୍କ କରୋନାରେ ମୃତ୍ୟୁ ହୋଇଛି । ଭଞ୍ଜନଗର ଏସଡ଼ିଏମ୍ଓ ଙ୍କ ସୂଚନାନୁଯାୟୀ ଡାକ୍ତର ଶିଶିର ସାବତଙ୍କୁ ଗଲା କିଛିଦିନ ତଳେ ଜ୍ୱର, କାଶ ଲକ୍ଷଣ ଦେଖା ଦେଇଥିଲା। କୋଭିଡ ଟେଷ୍ଟ ପରେ ତାଙ୍କ ରିର୍ପୋଟ ପଜିଟିଭ ଆସିଥିଲା । ସଂଗରୋଧରେ ଚିକିତ୍ସିତ ହେଉଥିବାବେଳେ କାଲି ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଭଂଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା