Masthead

କୋଲୱାସେରି ମାଲିକାନାକୁ ନେଇ ଗୋଷ୍ଠୀ ସଂଘର୍ଷ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗର୍ଜନବାହାଲରେ ନିର୍ମାଣାଧୀନ କୋଲ୍ ୱାସେରିରେ ଗୁଳିକାଣ୍ଡ । ପାର୍ଟନରସିପକୁ ନେଇ ବଚସା ପରେ ଗୁଳିକାଣ୍ଡ ।୨୦୦ ରୁ ଉର୍ଦ୍ଧ ଫାଙ୍କା ଗୁଳି ଚାଳନା ହୋଇଥିବା ଜଣାପଡିଛି। ଛତିଶଗଡ ରାୟଗଡ଼ ଅଞ୍ଚଳର କୋଇଲା ବ୍ୟବସାୟୀ ମଧ୍ୟରେ ଝଗଡ଼ା ଘନୀଭୂତ ହୋଇ ଏହି ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗତ ରାତିରେ ଘଟିଥିବା ଗୁଳିକାଣ୍ଡରେ ସୁନ୍ଦରଗଡ଼ର ଜଣେ ଯୁବକ ଆହତ ହୋଇଛି ।

ଆହତ ଯୁବକଙ୍କୁ ରାୟଗଡ଼ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ପୁଲିସ ଛାନଭିନ କରୁଛି। ସୁନ୍ଦରଗଡ଼ ପୋଲିସର ଏକ ଟିମ୍ ରାୟଗଡ଼କୁ ଯାଇ ତଦନ୍ତ କରୁଛି। ବ୍ୟବସାୟିକ ଶତ୍ରୁତା ଓ ଏହା ପରେ ଗୁଳିକାଣ୍ଡ ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲରେ ଏକ ନିର୍ମାଣାଧୀନ କୋଲ୍ ୱାସେରି ରେ ଘଟିଛି ଗୁଳିକାଣ୍ଡ। ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଦୁଇ ଜଣ ଆହତ ଭର୍ତ୍ତି ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି