Masthead

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର ଓ ୫ ଏସଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ