Masthead

ଘୁମୁସର ମିଳିତ କଳାକାରଙ୍କ ଦାବିପତ୍ର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): କଳା ଓ କଳାକାର ବଞ୍ଚାଇବା ପାଇଁ ଘୁମୁସର ମିଳିତ କଳାକାର ସଂଘ ପକ୍ଷରୁ ଭଞ୍ଜନଗର ଉପଜିଲ୍ଲାପାଳଙ୍କୁ ଭେଟି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଗତ ୯ ମାସ ହେଲା ମହାମାରୀ କରୋନା ପାଇଁ ଲକଡାଉନ, ସଟଡାଉନ ଜାରି ରହିଥିବାରୁ ମଞ୍ଚ କାର୍ୟ୍ୟକ୍ରମ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଗଞ୍ଜାମର ପ୍ରସିଦ୍ଧ ଦଣ୍ଡଯାତ୍ରା ମଧ୍ୟ କରୋନା ପାଇଁ ଚଳିତ ବର୍ଷ ବନ୍ଦ ହୋଇଛି । ଫଳରେ ଅଞ୍ଚଳର ଶତାଧିକ ମଞ୍ଚ, ବାଦ୍ୟ ଭଳି ବିଭିନ୍ନ କଳାକାରଙ୍କ ରୋଜଗାର ଶୂନ ହୋଇଯାଇଛି। ଏବେ ଏହି କଳା ଉପରେ ନିର୍ଭର କରି ଚଳୁଥିବା ଶତାଧିକ ପରିବାର ବେରୋଜଗାର ହୋଇପଡ଼ିଛନ୍ତି । କୋଭିଡ କଟକଣା ମାନି ଆଜିଯାଏ ଘରେ ବସି ରହିଥିବା ଏହି କଳାକାରମାନେ ଏବେ ପେଟର ଜ୍ୱାଳା ଅସହ୍ୟ ହେବାରୁ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଆମ ମଞ୍ଚ ଆମକୁ ଫେରାଇବା ପାଇଁ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା