Masthead

ବୁଥ୍‌ ଭିତରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିର୍ବାଚନମଣ୍ଡଳିର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ରିଗିଂ ଉଦ୍ୟମ । ବୁଥ ରିଗିଂ ପାଇଁ ଚେଷ୍ଟା ବେଳେ ବିଜେପି କର୍ମୀଙ୍କ ବିରୋଧ ଯୋଗୁ ଉଭୟ କର୍ମୀ ହାତାହାତି ହୋଇଥିବା ସୂଚନା। ଘଟଣାସ୍ଥଳରେ ତାରାସିଙ୍ଗି ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ପରେ ମତଦାନ ପ୍ରକ୍ରିୟା ସ୍ୱାଭାବିକ ରହିଛି।

ବୁଥ୍ ରିଗିଂ କରିବାକୁ ଚେଷ୍ଟାବେଳେ ବିଜେପି କର୍ମୀଙ୍କୁ ବିରୋଧ କରିବା ଯୋଗୁଁ ଉଭୟ ଗୋଷ୍ଠୀ ମଧ୍ୟରେ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା କ୍ରମେ ମାରପିଟ୍ ଆରମ୍ଭ ହୋଇଯାଇଥିଲା । ପରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା