Masthead

ଭଞ୍ଜସେନାର ବିକ୍ଷୋଭ

ବାରିପଦା(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ଦ୍ୱାରା ବର୍ଦ୍ଧିତ ବିଦ୍ୟୁତ ଶୁଳ୍କ ପ୍ରତ୍ୟାହାର ଦାବିରେ ଆଜି ଭଞ୍ଜସେନା ତରଫରୁ ବାରିପଦାସ୍ଥିତ ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ ମୁଖ୍ୟ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମନଇଚ୍ଛା ବିଦ୍ୟୁତ ଦର ବୃଦ୍ଧିର ଘୋର ପ୍ରତିବାଦ କରିଥିଲେ ଭଞ୍ଜସେନାର ଜିଲ୍ଲା ସଭାପତି ପିଣ୍ଟୁ ମାଇତିଙ୍କ ସହିତ ସଂଘର କର୍ମକର୍ତ୍ତାମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା