Masthead

କାଲି ଭାରତ ବନ୍ଦ !

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ଆସନ୍ତା କାଲି କୃଷକ ସଂଗଠନର ଭାରତ ବନ୍ଦ ଡାକରା । ଦିଲ୍ଲୀରେ ତୃତୀୟ ଦିନରେ ପହଞ୍ଚିଛି କୃଷକ ଆନ୍ଦୋଳନ । ଏହାରି ଭିତରେ ଆସନ୍ତାକାଲି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ । ଚାଷୀଙ୍କ ଦ୍ୱାରା ଉତ୍ପାଦିତ ଫସଲର ସର୍ବନିମ୍ନ ଦାମକୁ ଆଇନସିଦ୍ଧ କରିବା, ଦେଶରେ ବଢୁଥିବା ବେକାରୀ ସମସ୍ୟାର ସମାଧାନ କରିବା ଭଳି ବିଭିନ୍ନ ଦାବି ନେଇ କୃଷକ ସଂଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି । କୃଷକଙ୍କ ବିଭିନ୍ନ ଦାବି ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଥିବା କହିଛନ୍ତି କୃଷକ ନେତା। ତେବେ ଏହି ବନ୍ଦ ଡାକରାକୁ ସମର୍ହିଥନ ଜଣାଇଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ