Masthead

କରୋନା ପ୍ରତିଷେଧକ ବଣ୍ଟନ

ନାଉଗାଁ(ବଡ଼ ଖବର ବ୍ୟୁରୋ): ନାଉଗାଁ ବ୍ଲକ ଅନ୍ତର୍ଗତ ନନ୍ଦି ଗ୍ରାମର ନନ୍ଦିକେଶ୍ଵର ପୀଠରେ କରୋନା ପ୍ରତିଷେଧକ ବଣ୍ଟନ କରାଯାଇଛି । ଏହି ପ୍ରତିଷେଧକ ହେଉଛି ହୋମିଓପାଥି ଔଷଧ । ଭାରତ ବିକାଶ ପରିଷଦ ଭୁବନେଶ୍ୱର ଶାଖା ଉପସଭାପତି ଇଂ ଅକ୍ଷୟ କୁମାର ସାହାଣୀଙ୍କ ତତ୍ତ୍ୱାବଧାନରେ ବରିଷ୍ଠ ନାଗରିକ ରବୀନ୍ଦ୍ର କୁମାର ପଟ୍ଟନାୟକ, ସ୍ଥାନୀୟ ନନ୍ଦିକେଶ୍ଵର ୟୁଥ କ୍ଲବର ସଦସ୍ୟ ଓ ଗ୍ରାମବାସୀଙ୍କ ସହଯୋଗରେ ଏହି ଔଷଧ ବଣ୍ଟନ କରିଥିଲେ । ପ୍ରଥମେ ପ୍ରଭୁ ନନ୍ଦମଣିଙ୍କ ପୀଠରେ ବୃକ୍ଷରୋପଣ ପରେ ଔଷଧ ସେବନ ବିଷୟରେ ସୂଚନା ଦିଆଯାଇଥିଲା । ଏହି କାର୍ୟ୍ୟକ୍ରମକୁ ଶିକ୍ଷକ ତ୍ରିଲୋଚନ ପାଢି, ନନ୍ଦିକେଶ୍ଵର ୟୁଥ କ୍ଲବର ସମ୍ପାଦକ ରମାକାନ୍ତ ପାଢି, ସଭାପତି ଅନିରୁଦ୍ଧ ପାଢି, ଆଶିଷ୍ ବିଶ୍ଵାଳ, ସୋମ୍ୟଜିତ୍ ପରିଡା ପ୍ରମୁଖ ପରିଚାଳନା କରିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ