Masthead

ଭାରତ ବାୟୋଟେକର ୫୦ଜଣ କର୍ମଚାରୀ ପଜିଟିଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ବାୟୋଟେକର ୫୦ଜଣ କର୍ମଚାରୀ କୋଭିଡ଼ ପଜିଟିଭ । ଏନେଇ କମ୍ପାନୀର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ସୁଚିତ୍ରା ଇଲା ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମର ୫୦ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତଥାପି ମହାମାରୀ ରୋକିବା ପାଇଁ ଲଗାଯାଇଥିବା ଲକଡାଉନରେ ଆମେ ଆପଣଙ୍କ ପାଇଁ ଦିନ ରାତି କାର୍ଯ୍ୟ କରୁଛୁ ।

ଏହାପରେ ସୋସିଆଲ ମିଡିଆରେ ଲୋକମାନେ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି । ଲୋକ ମାନେ ତାଙ୍କୁ ସିଧାସଳଖ ପ୍ରଶ୍ନ କରିଛନ୍ତି ଯେ, ୫୦ଜଣ କର୍ମଚାରୀ ସଂକ୍ରମିତ କିପରି ହେଲେ? ସେମାନଙ୍କୁ କାହିଁକି ଟିକାକରଣ କରାଗଲା ନାହିଁ? ଏବଂ କଣ ପାଇଁ ଅସ୍ଥାୟୀ ଭିତ୍ତିରେ ଅଧିକ ଲୋକଙ୍କୁ ନିଯୁକ୍ତି ଦିଆଯାଉନି? । ଏହାଛଡ଼ା ଅନେକ ୟୁଜର ତାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା