Masthead

ଭାରତ ବାୟୋଟେକର ୫୦ଜଣ କର୍ମଚାରୀ ପଜିଟିଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ବାୟୋଟେକର ୫୦ଜଣ କର୍ମଚାରୀ କୋଭିଡ଼ ପଜିଟିଭ । ଏନେଇ କମ୍ପାନୀର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ସୁଚିତ୍ରା ଇଲା ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମର ୫୦ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତଥାପି ମହାମାରୀ ରୋକିବା ପାଇଁ ଲଗାଯାଇଥିବା ଲକଡାଉନରେ ଆମେ ଆପଣଙ୍କ ପାଇଁ ଦିନ ରାତି କାର୍ଯ୍ୟ କରୁଛୁ ।

ଏହାପରେ ସୋସିଆଲ ମିଡିଆରେ ଲୋକମାନେ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି । ଲୋକ ମାନେ ତାଙ୍କୁ ସିଧାସଳଖ ପ୍ରଶ୍ନ କରିଛନ୍ତି ଯେ, ୫୦ଜଣ କର୍ମଚାରୀ ସଂକ୍ରମିତ କିପରି ହେଲେ? ସେମାନଙ୍କୁ କାହିଁକି ଟିକାକରଣ କରାଗଲା ନାହିଁ? ଏବଂ କଣ ପାଇଁ ଅସ୍ଥାୟୀ ଭିତ୍ତିରେ ଅଧିକ ଲୋକଙ୍କୁ ନିଯୁକ୍ତି ଦିଆଯାଉନି? । ଏହାଛଡ଼ା ଅନେକ ୟୁଜର ତାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା