Before Header

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ : ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ

0 27

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ କରାଯାଇଛି । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରିଛି ଏକ୍ସପ୍ରେସ । ତାଳଚେର ରୋଡ଼ ଯାଇ ପୁଣି ପୁରୀ ଫେରିବ ଟ୍ରେନ । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ଓ ଢେଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଟ୍ରେନ ରହିବ । ଚଳିତ ବର୍ଷ ମେ ୧୮ ତାରିଖରେ ପୁରୀରୁ ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ ।

Leave A Reply

Your email address will not be published.