Masthead

ଆଜି ଓଡ଼ିଶା ପହଞ୍ଚିବ ଭାରତ ଯୋଡ଼ ନ୍ୟାୟ ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାରେ ପହଞ୍ଚିବ ରାହୁଲ ଗାନ୍ଧିଙ୍କ ‘ଭାରତ ଯୋଡ଼ ନ୍ୟାୟ ଯାତ୍ରା’ । ସୁନ୍ଦରଗଡ଼ରେ ପଦଯାତ୍ରା ସହ ଜନସମାବେଶରେ ସମ୍ବୋଧିତ କରିବେ । ବୀରମିତ୍ରପୁରରୁ ରାଉରକେଲା ଦେଇ ପାନପୋଷ ଯିବ ପଦଯାତ୍ରା । ସୁନ୍ଦରଗଡ, ରାଉରକେଲା ଓ ଝାରୁସୁଗୁଡାରେ ୩ ଦିନ ଚାଲିବ ରାହୁଲଙ୍କ ଯାତ୍ରା ।

ଏହି ସମୟରେ ସେ ପଦ ଯାତ୍ରା ସହ ଜନସଭା ବି କରିବେ । ସୁନ୍ଦରଗଡ଼ରେ ନିର୍ବାଚନ ବିଗୁଲ ବଜାଇବେ ରାହୁଲ । ରାହୁଲଙ୍କ ଗସ୍ତର ରୁଟ୍ ମ୍ୟାପ୍ ଚୂଡ଼ାନ୍ତ ହୋଇଛି । ୩ ଦିନରେ ୨୦୦ କିଲୋମିଟର ବୁଲିବେ କଂଗ୍ରେସ ଯୁବରାଜ । ଖଡଗେଙ୍କ ପରେ ରାହୁଲଙ୍କ ଓଡ଼ିଶା ଗସ୍ତକୁ ନେଇ ଜୋସରେ ଅଛି ରାଜ୍ୟ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ