Masthead

ମରଣୋତ୍ତର ଭାବେ ୪ ଜଣଙ୍କୁ ଭାରତ ରତ୍ନ ପ୍ରଦାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ଚଳିତ ବର୍ଷ ଭାରତ ରତ୍ନ ସମ୍ମାନ ପାଇଁ ପାଞ୍ଚ ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ଆଜି ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି।

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣସିଂହ ଓ ପିଭି ନରସିଂହା ରାଓ, କୃଷି ବୈଜ୍ଞାନିକ ତଥା ଶବୁଜ ବିପ୍ଳବ ଜନକ ଏମ୍‌ ଏସ୍‌ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ କର୍ପୁରୀ ଠାକୁର। ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପରବର୍ତ୍ତୀ ସମୟରେ ଭାରତ ରତ୍ନ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା