Masthead

ମରଣୋତ୍ତର ଭାବେ ୪ ଜଣଙ୍କୁ ଭାରତ ରତ୍ନ ପ୍ରଦାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ଚଳିତ ବର୍ଷ ଭାରତ ରତ୍ନ ସମ୍ମାନ ପାଇଁ ପାଞ୍ଚ ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ଆଜି ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି।

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣସିଂହ ଓ ପିଭି ନରସିଂହା ରାଓ, କୃଷି ବୈଜ୍ଞାନିକ ତଥା ଶବୁଜ ବିପ୍ଳବ ଜନକ ଏମ୍‌ ଏସ୍‌ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ କର୍ପୁରୀ ଠାକୁର। ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପରବର୍ତ୍ତୀ ସମୟରେ ଭାରତ ରତ୍ନ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼