Masthead

ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଓ ଏମଏସ୍ ସ୍ୱାମୀନାଥନଙ୍କୁ ମିଳିବ ଭାରତ ରତ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ରତ୍ନ ଘୋଷଣା କଲେ କେନ୍ଦ୍ର ସରକାର । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂହଙ୍କୁ ମିଳିବ ସମ୍ମାନଜନକ ଭାରତ ରତ୍ନ। ସେହିପରି ବିଶିଷ୍ଟ କୃଷି ବିଜ୍ଞାନୀ ଡକ୍ଟର ଏମ୍ ଏସ୍ ସ୍ୱାମୀନାଥନଙ୍କୁ ମଧ୍ୟ ଭାରତ ରତ୍ନ ମିଳିବା ନେଇ ଘୋଷଣା ହୋଇଛି । ୩ ଜଣଙ୍କୁ ଭାରତ ରତ୍ନ ନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ