Masthead

ଉପନିର୍ବାଚନରେ ବିଜେପିକୁ ହରାଇଲା ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଜେପି ଉପରେ ଭାରି ପଡିଲା ଇଣ୍ଡିଆ ମେଣ୍ଟ । ଉପନିର୍ବାଚନରେ ବିଜେପିକୁ ହରାଇଲା ଇଣ୍ଡିଆ ମେଣ୍ଟ । ଦେଶର ଗତକାଲି ୬ ରାଜ୍ୟରେ ଅନୁଷ୍ଠିତ ୭ ବିଧାନସଭା ଆସନର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଏହି ଉପନିର୍ବାଚନରେ ୪ ଟି ଆସନରେ ଇଣ୍ଡିଆ ମେଣ୍ଟ ବିଜୟୀ ହୋଇଥିବା ବେଳେ ୩ ଟିରେ ବିଜେପି ବିଜୟୀ ହୋଇଛି । ତ୍ରିପୁରାର ଧନପୁର ଓ ବୋକ୍ସାନଗର ଓ ଉତ୍ତରାଖଣ୍ଡର ବାଗେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ବିଜୟଲାଭ କରିଛନ୍ତି । ଅନ୍ୟପକ୍ଷରେ ଝାଡ଼ଖଣ୍ଡର ଝୁମରୀରେ ଜେଏମ୍ଏମ୍, ପଶ୍ଚିମବଙ୍ଗର ଧୂପଗଡ଼ି ନିର୍ବାଚନମଣ୍ଡଳୀରେ ଟିଏମସି ଓ କେରଳର ପୁଥୁପଲ୍ଲୀ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ବିଜୟଲାଭ କରିଛନ୍ତି । ତେବେ ଏହି ଫଳାଫଳ ଆସନ୍ତା ଲୋକସଭା ନିର୍ବାଚନରେ ପ୍ରଭାବ ପକାଇବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’