Masthead

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲଗାତାର ୭ ଥରର ହେଉଛନ୍ତି ସାଂସଦ ଭର୍ତ୍ତୃହରି ମହତାବ । ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ ଭର୍ତ୍ତୃହରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା