Masthead

ଅଲିମ୍ପିକ୍ସରେ ଭବାନୀ ଦେବୀଙ୍କ ଅଭିଯାନ ଶେଷ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭବାନୀ ଦେବୀଙ୍କ ଅଭିଯାନ ଶେଷ । ଫେନ୍ସିଂରେ ଭବାନୀ ଦେବୀ ୭-୧୫ରେ ଫ୍ରାନ୍ସର ମାନୋନ ବ୍ରୁନେଟଙ୍କଠୁ ପରାସ୍ତ ହୋଇଛନ୍ତି । ଫେନ୍ସିଂରେ ପ୍ରଥମ ରାଉଣ୍ଡ ମ୍ୟାଚ ଜିତି ପ୍ରି-କ୍ୱାଟରକୁ ଯାଇଥିବା ଭବାନୀ ଦେବୀ ଫ୍ରାନ୍ସ ଠାରୁ ପରାସ୍ତ ହୋଇଛନ୍ତି । ଅସୀ ଚାଳନାରେ ଭାରତର ପ୍ରଥମ ପ୍ରତିଯୋଗୀ ଭାବେ ଅଲିମ୍ପିକ୍ସ ଖେଳି ବିଜୟରୁ ଅଭିଯାନ ଆରମ୍ଭ କରିଥିଲେ ।

ବ୍ୟକ୍ତିଗତ ସାବ୍ରେ ଇଭେଣ୍ଟର ରାଉଣ୍ଡ-୬୪ରେ ଟ୍ୟୁନିସିଆର ନାଦିଆଙ୍କୁ ହରାଇ ଅଲିମ୍ପିକ୍ସରେ ପ୍ରଥମ ବିଜୟ ହାସଲ କରିଛନ୍ତି । ଅସୀ ଚାଳନା ବିଭାଗରେ ପ୍ରଥମ ଭାରତୀୟ ଭାବେ ଅଲିମ୍ପିକ୍ସରେ ପାଦ ଥାପିଥିବା ୨୭ ବର୍ଷିୟ ଭବାନୀ ପ୍ରଥମ ପିରିୟଡର ୮-୦ରେ ଆଗୁଆ ରହିଥିଲେ । ପରେ ଦ୍ବିତୀୟ ପିରିୟଡରେ ନାଦିଆ ପ୍ରତ୍ୟାବର୍ତ୍ତନ କରିଥିଲେ । ହେଲେ ଭବାନୀ ଦେବୀ ଦମଦାର ପ୍ରଦର୍ଶନ ଜାରି ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ