Masthead

ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା  (ବଡ଼ ଖବର ବ୍ୟୁରୋ): ଆଜିଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ୟ୍ୟଟକ ଙ୍କ ମଧ୍ୟରେ ବେଶ ଉତ୍ସାହ ।

ଏହି କୁମ୍ଭୀର ପ୍ରଜନନ ସମୟରେ କୁମ୍ଭୀର ମାନେ ହିଂସ୍ର ରହୁଥିବାରୁ ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ଭିତରକନିକା ବନ୍ଦ ରହିଥାଏ । ଅପରପକ୍ଷରେ ଆଜି ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ମଧ୍ୟ ପ୍ରସ୍ତୁତ । ଭିତରକନିକାର ପ୍ରାକୃତିକ ସୌନ୍ଦର୍ୟ୍ୟକୁ ବୁଲି ଦେଖିବାକୁ ହେଲେ ତିନୋଟି ଜଳପଥ ପ୍ରବେଶ ଦ୍ଵାର ଗୁପ୍ତି, ଖୋଳା, ଚାନ୍ଦବାଲି ରହିଛି ଓ ସ୍ଥଳ ପଥ ଦେଇ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ପର୍ଯ୍ୟଟକ ପ୍ରବେଶ କରି ନୈବିହାର କରି ଭିତରକନିକା ବୁଲିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ