ଭିତରକନିକା ମହୋତ୍ସବ, ଝୁମିଲେ ଦର୍ଶକ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ଭିତରକନିକା ମହୋତ୍ସବ । ରଙ୍ଗାରଙ୍ଗ କାର୍ୟ୍ୟକ୍ରମରେ ଝୁମିଲେ ଦର୍ଶକ । ତିନିଦିନ ଧରି ଚାଲିବ ଏହି ମହୋତ୍ସବ । ଦ୍ୱିତୀୟ ବର୍ଷ ପାଇଁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜେଇ ହୋଇଛି ଭିତରକନିକା । ୨୦୨୦ ମସିହାରେ ଆରମ୍ଭ ହୋଇଥିବା ଭିତରକନିକା ମହୋତ୍ସବ କୋଭିଡି ଯୋଗୁଁ ବନ୍ଦ ରଖାଯାଇଥିଲା । ଚଳିତବର୍ଷ ପୁଣିଥରେ ଏହି ମହୋତ୍ସବ ଆରମ୍ଭ କରାଯାଇଛି ।

ମହୋତ୍ସବକୁ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଉଦଘାଟନ କରିଥିଲେ । ଇଣ୍ଡିଆ ଟୁଡେ ପକ୍ଷରୁ ଭିତରକନିକାକୁ ମିଳିଥିବା ଶ୍ରେଷ୍ଠ ପର୍ୟ୍ୟଟନ ସ୍ଥଳୀର ମନ୍ୟତା ଟ୍ରଫିକୁ କେନ୍ଦ୍ରାପଡାବାସୀଙ୍କ ଉଦ୍ଦେଶ୍ୟରେ ସେ ସମର୍ପଣ କରିଥିଲେ । ଏହି ମହୋତ୍ସବ ତିନିଦିନ ଧରି ଚାଲିବ । ସନ୍ଧ୍ୟାରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟ ଓ ସଙ୍ଗୀତରେ ଝୁମିଥିଲେ ଦର୍ଶକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’