ବନ୍ଦ ରହିବ ଭିତରକନିକା

ରାଜନଗର (ବଡ଼ ଖବର ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଆସନ୍ତକାଲି ଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହେବ କୁମ୍ଭୀର ଗଣନା । ଭିତରକନିକା ଜାନୁଆରୀ ୧୫ରୁ ୨୩ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଭିତରକନିକାରେ ଥିବା ନଦୀ, ନାଳମାନଙ୍କରେ ହୁଲିଡଙ୍ଗା ସାହାର୍ଯ୍ୟରେ କୁମ୍ଭୀର ଗଣନା କରାଯିବ । ଏହି ଗଣନା କୁମ୍ଭୀର ବିଷାରଦ ସୁଧାକର କରଙ୍କ ନେତୃତ୍ୱରେ କରାଯିବ । ୯ ଦିନ ଧରି କରାଯିବ କୁମ୍ଭୀର ଗଣନା । ଏହି ସମୟରେ ଭିତରକନିକାକୁ କୌଣସି ପର୍ଯ୍ୟଟକ ପ୍ରବେଶ କରିପାରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ରାଜନଗର ବନବିଭାଗ ଅଧିକାରୀ ବିକାଶ ରଞ୍ଜନ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!