Masthead

ଅଗଷ୍ଟ ୫ରୁ ଖୋଲିବ ଭିତରକନିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୋଲିବ ଭିତରକନିକା । ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ’ ପହିଲାରୁ ଜୁଲାଇ ୩୧ ପର୍ୟ୍ୟନ୍ତ ବନ୍ଦ ଥିଲା ଭିତରକନିକା । ଅନଲକ ପ୍ରକ୍ରିୟାରେ ସରକାର ଅଗଷ୍ଟ ୧ରୁ ପର୍ଯ୍ୟଟନ ସ୍ଥଳଗୁଡିକ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଅଗଷ୍ଟ ୫ରୁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବାକୁ ଯାଉଛି ।

ଜାତୀୟ ଉଦ୍ୟାନରେ ଭ୍ରମଣ କରିବା ସମୟରେ ସାମାଜିକ ଦୂରତା, ମାସ୍କ ଏବଂ ସାନିଟାଇଜରକୁ ଗୁରୁତ୍ବ ଦିଆଯାଇଛି । କେବଳ ଡେ ଭିଜିଟରସ୍ ଭିତରକନିକା ଭ୍ରମଣ କରି ସନ୍ଧ୍ୟା ପୂର୍ବରୁ ଫେରିବେ । କୌଣସି ପର୍ଯ୍ୟଟକଙ୍କୁ ରାତ୍ରି ଯାପନ ପାଇଁ ଅନୁମତି ମିଳିବ ନାହିଁ । ଏହାଛଡା ଗହିରମଥା ଅଭୟାରଣ୍ୟ ଭିତରେ ଥିବା ହୁକିଟୋଲା ଅଗଷ୍ଟ ୫ରେ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ । ସୂଚନା ଦେଲେ ରାଜନଗର ବନଖଣ୍ଡ ଅଧିକାରୀ ଡ. ଯଜ୍ଞ୍ୟଦତ୍ତ ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ