Masthead

ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):  ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକର ବରିଷ୍ଠ ବିଜେଡି ବିଧାୟକ ଅନନ୍ଦ ଦାସ ଅସୁସ୍ଥ । ଗୁରୁତର ଅବସ୍ତାରେ ଭୁବନେଶ୍ବରର ଏକ ଘରଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ମନ୍ତ୍ରୀ । ଏବେ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ଅନନ୍ତ ଦାସ । ଖବର ପାଇ ବିଜେଡି ଓ ଆନ୍ୟାନ୍ୟ ଦଳର ନେତା ଓ ବିଧାୟକ ମାନେ ହସ୍ପିଟାଲରେ ପହଁଞ୍ଚି ଅନନ୍ତଙ୍କୁ ଭେଟିବା ସହିତ ଆସୁ ଆରଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର