Masthead

ଗାଧୁଆତୁଠରେ ଭାସୁଛି ଭ୍ରୂଣ

ଭୁବନ (ବଡ଼ ଖବର ବ୍ୟୁରୋ): ଭ୍ରୂଣହତ୍ୟା ଏକ ଜଘନ୍ୟ ଅପରାଧ। ଏହାକୁ ରୋକିବା ପାଇଁ ସରକାରୀ ସ୍ତରରେ ଲୋକଙ୍କୁ ସଚେତନତା କରାଯିବା ସହିତ ବିଭିନ୍ନ କଟକଣା ଲଗାଯାଇଛି । କିନ୍ତୁ ଭ୍ରୂଣହତ୍ୟା ରୋକିବା ଦିଗରେ ପ୍ରଶାସନ ଏକ ପ୍ରକାର ବିଫଳ ହୋଇଥିବା ଦେଖିବାକୁ ମିଳିଛି ଭୁବନରେ।
ଆଜି ଭୁବନ ଏନ୍ଏସିର ୱାର୍ଡ ନଂ-୧ର ଗୋଡ଼ିପୋଖରୀରେ ଏକ ଭ୍ରୂଣ ଭାସୁଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରଶ୍ନ ଉଠୁଛି। ପୋଖରୀର ଗାଧୁଆତୁଠ ପାହାଚ ତଳେ ଭ୍ରୂଣଟି ଭାସୁଥିବାର ଲୋକ ଦେଖିଥିଲେ । ପରେ ଘଟଣାସ୍ଥଳରେ ଲୋକମାନଙ୍କର ଭିଡ଼ ଜମିଥିଲା। ଏପରି ଅମାନୁଷିକ କାର୍ଯ୍ୟରେ ଯେଉଁମାନଙ୍କର ସଂପୃକ୍ତି ରହିଛି, ତଦନ୍ତ କରି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାଳରଣରେ ମତ ପ୍ରକାଶ ପାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ