Masthead

ବିଜେଡି ଛାଡି ବିଜେପିରେ ମିଶିଲେ ୫୦ରୁ ଅଧିକ ଯୁବକ

ଭୁବନ (ବଡ଼ ଖବର ବ୍ୟୁରୋ): କାମାକ୍ଷାନଗର ନିର୍ବାଚନମଣ୍ଡଳି ଅନ୍ତର୍ଗତ ଭୁବନ ବାଲିବୋ ଠାରେ ବିଜେପି ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଥିବା ଗୋକୁଳା ନନ୍ଦ ବାରିକଙ୍କ ନେତୃତ୍ୱରେ ପ୍ରାୟ ପଚାଶରୁ ଅଧିକ ଯୁବକ ବିଜେଡି ଛାଡି ବିଜେପିରେ ଯୋଗଦାନ କରିଛନ୍ତି। ଅନ୍ୟମାନଙ୍କ ସହ ବିଜେପି ପ୍ରାର୍ଥୀ ଶତୃଘ୍ନ ଜେନା ନବାଗତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଡବଲ ଇଞ୍ଜିନ ସରକାର ଗଠନ ପାଇଁ ସମସ୍ତେ ସଂକଳ୍ପ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ