Masthead

ତାତିରେ ଜଳୁଛି ସାରା ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ତାତିରେ ଅସ୍ତବ୍ୟସ୍ତ ରାଜଧାନୀବାସୀ । ସକାଳ ସାଢ଼େ ୮ ସୁଦ୍ଧା ରାଜଧାନୀ ୩୫ ଡ଼ିଗ୍ରୀ ପାର । ରାଜଧାନୀର ଆଦ୍ରତା ୫୪ ପ୍ରତିଶତ ରେକର୍ଡ । ସେହିପରି ଝାରସୁଗୁଡ଼ା ୩୬.୬ ଡ଼ିଗ୍ରୀ, ସମ୍ବଲପୁର ୩୬.୬ ଡ଼ିଗ୍ରୀ, ହୀରାକୁଦ ୩୫.୮ ଡ଼ିଗ୍ରୀ, ପୁରୀ ୩୪ ଡ଼ିଗ୍ରୀ, ଚାନ୍ଦବାଲି ୩୪ ଡ଼ିଗ୍ରୀ, କେନ୍ଦୁଝର ୩୩ ଡ଼ିଗ୍ରୀ, ପାରାଦୀପ ୩୨.୮ ଡ଼ିଗ୍ରୀ, ବାଲେଶ୍ୱର ୩୨.୪ ଡ଼ିଗ୍ରୀ, ଗୋପାଳପୁର ୩୧.୬ ଡ଼ିଗ୍ରୀ ରେକର୍ଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ