Masthead

ସବୁ ଥାନାରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ ଥାନାରେ ସିସିଟିଭି ବାଧ୍ୟତାମୂଳକ । ହାଜତ ମୃତ୍ୟୁକୁ ନେଇ ସୁପ୍ରିମକୋର୍ଟ ଦେଇଛନ୍ତି ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ଦେଶର ସବୁ ଥାନାରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇ,ଆଇଏନଏ, ଇଡି ଅଫିସରେ ବି ଲାଗିବ ସିସିଟିଭି । ହାଜତ ପ୍ରବେଶ ଓ ପ୍ରସ୍ଥାନ ଉପରେ ବି ନଜର ରଖିବ ସିସିଟିଭି । ସିସିଟିଭି କ୍ୟାମେରା ସହ ଅଡିଓ ରେକର୍ଡିଂ ସିଷ୍ଟମ ଲଗାଇବାକୁ ବାଧ୍ୟ ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଭିଡିଓ, ଅଡିଓ ରେକର୍ଡିଂ ପ୍ରମାଣ ପାଇଁ ୧୮ ମାସ ରଖାଯିବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି । ସମସ୍ତ ରାଜ୍ୟ ସରକାର ୬ ସପ୍ତାହରେ ଜଣାଇବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି । ପଞ୍ଜାବର ଏକ ହାଜତ ମୃତ୍ୟୁ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି