Masthead

ମସଲା କିଙ୍ଗଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମସଲା କିଙ୍ଗ୍ ଧର୍ମପାଳ ଗୁଲାଟିଙ୍କ ପରଲୋକ । ମୃତ୍ୟୁ ବେଳେକୁ ତାଙ୍କୁ ୯୬ ବର୍ଷ ହୋଇଥିଲା । ତାଙ୍କୁ ଅଧିକ ବୟସ ହୋଇଥିବାରୁ ନାନା ରୋଗରେ ସେ ଆକ୍ରାନ୍ତ ଥିଲେ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି । ଏମଡିଏଚ ମସଲାର ପ୍ରତିଷ୍ଠାତା ଧର୍ମପାଳ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ । ମସଲା ପ୍ରସ୍ତୁତ କାରଖାନା କରି ସେ ବହୁ ଲୋକଙ୍କୁ ରୋଜଗାର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା