Masthead

ନୀଳଗିରି ଘଟଣାର ତଦନ୍ତ କରିବ କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀ ନିଆଁ ଲିଭିନଥିବା ବେଳେ ଏବେ ନୀଳଗିରି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ । ଘଟଣାର ସତ୍ୟତା ଜାଣିବା ପାଇଁ ପିସିସି ଗଠନ କରିଛି ଫ୍ୟାକ୍ଟ ଫାଇଣ୍ଡିଂ କମିଟି । ଏହି କମିଟିରେ ଅଛନ୍ତି ।ବନ୍ଦିତା ପରିଡ଼ା, ପ୍ରଜ୍ଞା ପରମିତା ମହାନ୍ତି, ଅର୍ଚ୍ଚନା ନନ୍ଦି, ମନୋଜା ମଞ୍ଜରୀ ଦେବୀ ଓ ମମତା କୁଣ୍ଡୁ । ଏହି କମିଟି ଘଟଣାସ୍ଥଳ ପରିଦର୍ଶନ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବ । ରିପୋର୍ଟ ମିଳିବା ପରେ ପିସିସି ପରପର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବ । ଏହି କମିଟିକୁ ସହଯୋଗ କରିବା ପାଇଁ ପିସିସି ବାଲେଶ୍ୱର କଂଗ୍ରେସ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ