ନୀଳଗିରି ଘଟଣାର ତଦନ୍ତ କରିବ କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀ ନିଆଁ ଲିଭିନଥିବା ବେଳେ ଏବେ ନୀଳଗିରି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ । ଘଟଣାର ସତ୍ୟତା ଜାଣିବା ପାଇଁ ପିସିସି ଗଠନ କରିଛି ଫ୍ୟାକ୍ଟ ଫାଇଣ୍ଡିଂ କମିଟି । ଏହି କମିଟିରେ ଅଛନ୍ତି ।ବନ୍ଦିତା ପରିଡ଼ା, ପ୍ରଜ୍ଞା ପରମିତା ମହାନ୍ତି, ଅର୍ଚ୍ଚନା ନନ୍ଦି, ମନୋଜା ମଞ୍ଜରୀ ଦେବୀ ଓ ମମତା କୁଣ୍ଡୁ । ଏହି କମିଟି ଘଟଣାସ୍ଥଳ ପରିଦର୍ଶନ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବ । ରିପୋର୍ଟ ମିଳିବା ପରେ ପିସିସି ପରପର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବ । ଏହି କମିଟିକୁ ସହଯୋଗ କରିବା ପାଇଁ ପିସିସି ବାଲେଶ୍ୱର କଂଗ୍ରେସ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!