Masthead

ଆଇ.ଆଇ.ଟି ର ନବମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇଆଇଟି ଭୁବନେଶ୍ୱରର ନବମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀଆଲ୍ ଭିସି ମାଧ୍ୟମରେ ଯୋଗ ଦେଇ ଉତ୍ସବକୁ ଉଦଘାଟନ କରିବା ସହିତ ଆଇଆଇଟି ପରିସରରେ ନୂତନ ଛାତ୍ର ଗତି ବିଧି କେନ୍ଦ୍ର, ଖେଳ ପଡିଆ, ସାମାଜିକ ବିଜ୍ଞାନ ଓ ପ୍ରବନ୍ଧ ବିଦ୍ୟା ପିଠର ଉଦଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ରାଜ୍ୟ ଶିକ୍ଷା ମନ୍ତ୍ରୀ ସଂଜୟ ଧୋତ୍ରେ ଯୋଗଦେଇଥିଲେ । ବୋର୍ଡ ଅଫ ଗର୍ଭନସ୍ ଆଇଆଇଟି ଭୁବନେଶ୍ୱର ରାଜେନ୍ଦ୍ର ପ୍ରସାଦ ସିଂ ଉତ୍ସବରେ ପୌରହିତ୍ କରିଥିଲେ । ଆଇଆଇଟି ନିର୍ଦ୍ଦେଶକ ଆର ଭି ରାଜା କୁମାର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଉତ୍ସବରେ ବିଭିନ୍ନ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ସୋର୍ଣ୍ଣ ରୌପ୍ୟ ପଦକ ଦେଇ ସମ୍ମାନିତ କରିଥିଲେ ନିର୍ଦ୍ଦେଶକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା