Masthead

ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଶାଖାପାଟଣାରୁ ଭୁବନେଶ୍ୱର ଟାଟା କମ୍ପାନୀକୁ ଆସୁଥିବା ଏକ ଲୁହା ଚାନେଲ ବୋଝେଇ ଟ୍ରକକୁ ପଛରୁ ଆଉ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିବା ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂୂଚନା ମୁତାବକ, ପଛପଟୁ ପିଟିଥିବା ଟ୍ରକ ଭିତରେ ଡ୍ରାଇଭର ଚାପି ହୋଇ ରହିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଓଡ଼୍ରାଫ୍ ଟିମ, ଅଗ୍ନିଶମ ଓ ପୋଲିସ କର୍ମଚାରୀ ପହଞ୍ଚି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଉକ୍ତ ଟ୍ରକକୁ ଗ୍ୟାସ କଟରରେ କଟାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ