ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଶାଖାପାଟଣାରୁ ଭୁବନେଶ୍ୱର ଟାଟା କମ୍ପାନୀକୁ ଆସୁଥିବା ଏକ ଲୁହା ଚାନେଲ ବୋଝେଇ ଟ୍ରକକୁ ପଛରୁ ଆଉ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିବା ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂୂଚନା ମୁତାବକ, ପଛପଟୁ ପିଟିଥିବା ଟ୍ରକ ଭିତରେ ଡ୍ରାଇଭର ଚାପି ହୋଇ ରହିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଓଡ଼୍ରାଫ୍ ଟିମ, ଅଗ୍ନିଶମ ଓ ପୋଲିସ କର୍ମଚାରୀ ପହଞ୍ଚି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଉକ୍ତ ଟ୍ରକକୁ ଗ୍ୟାସ କଟରରେ କଟାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!