Masthead

ଭୁବନେଶ୍ୱରରୁ ୩୧୯ ପଜିଟିଭ: ୩୧୫ ଅକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଆଜି ଭୁବନେଶ୍ୱରରୁ ପୁଣି ୩୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୨ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହା ସହିତ ୩୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ରାଜଧାନୀରୁ ଚିହ୍ନଟ ହୋଇଥିବା ୩୧୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୪୯ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ମୋଟ ୧୯ ହଜାର ୮୮୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ୧୦୪ ଜଣଙ୍କ ମୃତ୍ୟୁ ଘଟିଛି । ୩୫୩୭ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱରର ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି