Masthead

ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ବିରୋଧରେ କରୁଥିଲେ ଷଡଯନ୍ତ୍ର । ଏବେ ଦଳରୁ ହୋଇଛନ୍ତି ବହିଷ୍କୃତ । ଗୋପାଳପୁର ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଦଳର ନୀତିନିୟମକୁ ଜଳାଞ୍ଜଳି ଦେଇ ସେ ଜନ ବିରୋଧୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଆସୁଥିଲା । ଦଳ ପକ୍ଷରୁ ଅଭିଯୋଗର ସମୀକ୍ଷା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡିରୁ ବହିଷ୍କୃତ କରିଛନ୍ତି । ଏପରିକି ତାଙ୍କୁ ଦଳର ପ୍ରାଥମିକ ସଦସ୍ୟରୁ ପଦରୁ ମଧ୍ୟ ବହିଷ୍କାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା