Masthead

ଦେଶର ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମପ୍ରବାହରେ ଜଳୁଛି ରାଜଧାନୀ । ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୦.୪ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି । ଏହା ଦେଶର ସବୁଠାରୁ ଅଧିକ ତାପମାତ୍ରା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଗ୍ରୀଷ୍ମ ପ୍ରବାହ ଆସନ୍ତା ୪ରୁ ୫ ଦିନ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରିପୋର୍ଟ ଅନୁସାରେ ଭୁବନେଶ୍ୱର ପଛକୁ ତାଳଚେର, ମାଲକାନାଗିରି ଓ ଅନୁଗୁଳ ଉତ୍ତପ୍ତସହର ଭାବେ ରହିଛି । ପୂର୍ବରୁ କ୍ରମାଗତ ଭାବେ ତିନି ଦିନ ଧରି ଦେଶର ଉତ୍ତପ୍ତ ସହର ସାଜିଥିଲା ଭୁବନେଶ୍ୱର । ଏହା ପରେ କିଛି ଦିନ ତାତି ସାମାନ୍ୟ କମିଥିଲା । କିନ୍ତୁ ଗତକାଲି ପୁଣି ଥରେ ତାତି ବଢିଛି । ତେବେ ଆଗକୁ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା ଅଧିକ ହେବ ବୋଲି ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ