Masthead

ଭୁବନେଶ୍ୱର ,ଝାରସୁଗୁଡା ଉତ୍ତପ୍ତ ସହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱର ଏବଂ ଝାରସୁଗୁଡା ଉତ୍ତପ୍ତ ସହର ପାଲଟିଛି । ଉଭୟ ସ୍ଥାନର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ ହୋଇଛି ।  ସେହିପରି ସମ୍ବଲପୁର ୪୦.୬ ଡ଼ିଗ୍ରି ଥିବାବେଳେ ଚାନ୍ଦବାଲିରେ ୪୦ ହୀରାକୁଦରେ ୩୯.୪, କେନ୍ଦୁଝରରେ ୩୭.୨, ବାଲେଶ୍ୱରରେ ୩୫.୮, ଗୋପାଳପୁରରେ ୩୪.୮, ପୁରୀରେ ୩୩.୬, ପାରାଦୀପରେ ୩୨.୦ ଡ଼ିଗ୍ରି ରେକର୍ଡ଼ କରାଯାଇଛି । ସେପଟେ ରବିବାର ଠାରୁ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ତାପମାତ୍ରା କମିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ