Masthead

ଅଫ୍ ଲାଇନରେ ସିବିଏସଇ ବୋର୍ଡ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ସିବିଏସଇ ବୋର୍ଡ ନେଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଅଫ୍ ଲାଇନରେ ହେବ ସିବିଏସଇ ବୋର୍ଡ ପରୀକ୍ଷା ହେବ । ଅନଲାଇନରେ ହେବନି ୨୦୨୧ ବୋର୍ଡ ପରୀକ୍ଷା । ଅଫ୍ ଲାଇନରେ ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଅଫ୍ ଲାଇନରେ ପରୀକ୍ଷା ହେବ ବୋଲି ସିବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସିବିଏସଇର ଏଭଳି ନିଷ୍ପତ୍ତିକୁ କିଛି ଛାତ୍ରଛାତ୍ରୀ ନାପସନ୍ଦ କରିଥିବା ବେଳେ ଆଉ କିଛି ସ୍ୱାଗତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା