Masthead

ଭୁବନେଶ୍ୱରରୁ ବ୍ରହ୍ମପୁରକୁ ବିମାନ ସେବା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରୁ ବ୍ରହ୍ମପୁରକୁ ଆରମ୍ଭ ହେଲା ବିମାନ ସେବା । ମୁଖ୍ୟମନ୍ତ୍ରୀ ଏହି ବିମାନ ସେବାର ଶୁଭାରମ୍ଭ କରିଛନ୍ତି। ଏକ ବିମାନ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଭରି ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ଅବତରଣ କରିଛି। ପ୍ରଥମ ପର୍ୟ୍ୟାୟରେ ନନ୍ ସିଡ୍ୟୁଲ ୯ଟି ଆସନ ବିଶିଷ୍ଟ ବିମାନ ଉଡ଼ାଣ ଭରିଛି । ଏହା ସପ୍ତାହରେ ୨ ଦିନ ଚାଲିବ। ତେବେ ଦୀର୍ଘଦିନର ଦାବି ପରେ ଆଜିଠାରୁ ବ୍ରହ୍ମପୁରକୁ ବିମାନ ଚଳାଚଳ ଆରମ୍ଭ ହୋଇଥିବାରୁ ସ୍ଥାନୀୟ ବାସିନ୍ଦା ଖୁସି ଜାହିର କରିଛନ୍ତି। ଆଜି ବିମାନଟି ଭୁବନେଶ୍ୱରରୁ ଦିନ ୧୦ଟାରେ ଉଡ଼ାଣ ଭରିଥିବା ବେଳେ ୧୦ଟା ୪୦ରେ ବ୍ରହ୍ମପୁରରେ ପହଞ୍ଚିଥିଲା। ଏହାପରେ ଦିନ ୧୧ଟା ୫ଟାରେ ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ଅଭିମୁଖେ ଉଡ଼ାଣ ଭରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା